Breaking PLUSଓଡ଼ିଶାମୁଖ୍ୟ ଖବର

ନବୀନ କୁହନ୍ତୁ ବେଇମାନ କିଏ?- ଅନିଲ ବିଶ୍ୱାଳ

ଭୁବନେଶ୍ୱର- ସୋସିଆଲ ମିଡିଆରେ ନବୀନ ପଟ୍ଟନାୟକଙ୍କୁ ବିଜେପି ମୁଖପାତ୍ରଙ୍କ କାଉଣ୍ଟର । ବିଜେପି ମୁଖପାତ୍ର ଅନିଲ ବିଶ୍ବାଳ ଫେସବୁକ୍‌ ପୋଷ୍ଟରେ କାଉଣ୍ଟର କଲେ  । ଆପଣଙ୍କୁ ଲୋକେ ୨୪ ବର୍ଷ ନିରଙ୍କୁଶ କ୍ଷମତା ପ୍ରଦାନ କରିଛନ୍ତି  । ଏହାର ପ୍ରତିବଦଳରେ ଲୋକେ ପାଇଲେ କଣ  । ଗୋଟିଏ ଶୀତଳ ଭଣ୍ଡାର କି ମହାନଦୀରେ ଗୋଟିଏ ବନ୍ଧ କରିପାରିଲେନି । ‘ଆପଣଙ୍କୁ ଯେଉଁମାନେ ରାଜନୀତିକୁ ଆଣିଥିଲେ ଆପଣ କଣ କଲେ । ଦିଲୀପ ରାୟ, ବୈଜୟନ୍ତ ପଣ୍ଡା, ବିଜୟ ମହାପାତ୍ରଙ୍କ ପ୍ରତି କଣ କଲେ । ଆପଣ ଯାହା କରିଥିଲେ, ତାହାକୁ ବେଇମାନ କୁହାଯିବ ନା କୁହାଯିବ ନାହିଁ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button