Breaking PLUSଓଡ଼ିଶାମୁଖ୍ୟ ଖବର

ପୁଣି ଖୋଲିଲା ହୀରାକୁଦର ଆଉ 4ଟି ଗେଟ୍

ଭୁବନେଶ୍ୱର- ହୀରାକୁଦ ଜଳ ଭଣ୍ଡାରର ଆଉ ୪ଟି ଗେଟ୍ ଖୋଲାଯାଇଛି।  ବର୍ତ୍ତମାନ ୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ତଳିଆ ଅଞ୍ଚଳର ଲୋକେ ସତର୍କ ରହିବାକୁ କୁହାଯାଇଛି। ଉପରମୁଣ୍ଡରେ ବର୍ଷା ଯୋଗୁଁ ଡ୍ୟାମ୍‌ର ଜଳସ୍ତର ବଢୁଥିବାରୁ ଗେଟ୍ ଖୋଲାଯାଇଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button