Breaking PLUSଓଡ଼ିଶାମୁଖ୍ୟ ଖବର
ହୀରାକୁଦର ଆଉ 8ଟି ଗେଟ୍ ଖୋଲିଲା

ସମ୍ବଲପୁର- ଲଗାଣ ବର୍ଷା ଯୋଗୁ ଖୋଲିଲା ହୀରାକୁଦର ଆଉ ୮ଟି ଗେଟ୍ । ବର୍ତ୍ତମାନ୍ ମୋଟ୍ ୧୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ତେବେ ଉତ୍ତର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତୁହାକୁ ତୁହା ବର୍ଷା ଜାରି ରହିଛି। ତେଣୁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇଛି।