Breaking PLUSଓଡ଼ିଶାମୁଖ୍ୟ ଖବର

ଆସୁଛି ଆଉ ଏକ ଲଘୁଚାପ

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୨୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହା ପୂର୍ବରୁ ୨୧ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟିହେବାର ସମ୍ଭାବନା ରହିଛି। ଏହା କ୍ରମଶଃ ଘନୀଭୂତ ହୋଇ ୨୩ ତାରିଖରେ ଲଘୁଚାପର ରୂପ ନେବ। ପରେ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଅବପାତର ରୂପ ନେବ। ତେବେ ଲଘୁଚାପର ପ୍ରଭାବ କିଭଳି ରହିଛି, ତାହା ଏ ଯାଏଁ ସ୍ପଷ୍ଟ ହୋଇନି।

Show More

Related Articles

Back to top button