Breaking PLUSଓଡ଼ିଶାମୁଖ୍ୟ ଖବର

୨୪ତାରିଖ ବେଳକୁ ଆଉ ଏକ ଲଘୁଚାପ

ଭୁବନେଶ୍ୱର- ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ହୋଇ ଆଗକୁ ବଢ଼ୁଥିବାବେଳେ ପଛକୁ ଆଉ ଏକ ଲଘୁଚାପ ଦାନାବାନ୍ଧିଲାଣି। ଦକ୍ଷିଣ ଆଣ୍ଡାମାନ ସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହାର ପ୍ରଭାବରେ ୨୪ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହି ଲଘୁଚାପଟି ଅଧିକ ଘନୀଭୂତ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ସେପଟେ ରାଜ୍ୟର ବିଭିନ୍ନ ଜିଲାରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

Show More

Related Articles

Back to top button