Breaking PLUSଓଡ଼ିଶାମୁଖ୍ୟ ଖବର
ପ୍ରତି କ୍ୟାମ୍ପସରେ ନିଯୁକ୍ତ ହେବେ ଆଣ୍ଟି ଡ୍ରଗ୍ ଇନ୍ସପେକ୍ଟର

ଭୁବନେଶ୍ୱର- ପ୍ରତି କ୍ୟାମ୍ପସରେ ନିଯୁକ୍ତ ହେବେ ଆଣ୍ଟି ଡ୍ରଗ୍ ଇନ୍ସପେକ୍ଟର । କଲେଜ ଓ ବିଶ୍ବବିଦ୍ୟାଳୟର ଜଣେ ଅଧ୍ୟାପକ/ଅଧ୍ୟାପିକାଙ୍କୁ ଦିଆଯିବ ଦାୟିତ୍ବ । କ୍ୟାମ୍ପସକୁ ନିଶାମୁକ୍ତ କରିବାକୁ ୟୁଜିସି ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି । ଏନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ସପ୍ତାହେ ବ୍ୟାପୀ କଲେଜ ଓ ବିଶ୍ବବିଦ୍ୟାଳୟରେ ହେବ ଆଲୋଚନା ।ଯୋଗ, ଶାରୀରିକ ଦକ୍ଷତା, ପୁଷ୍ଟିକର ଖାଦ୍ୟ ଉପରେ ଗୁରୁତ୍ବ ଦିଆଯିବ ।



