Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି କୋର୍ଟରେ ହାଜର ହେଲେନି ଅନୁଭବ ମହାନ୍ତି

କେନ୍ଦ୍ରାପଡ଼ା ସାଂସଦ ତଥା ଅଭିନେତା ଆଜି କଟକ ଜେଏମଏଫସି ସ୍ୱତନ୍ତ୍ର କୋର୍ଟରେ ହାଜର ହୋଇନାହାନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ଓକିଲଙ୍କ ଜରିଆରେ ସେ କୋର୍ଟଙ୍କୁ ସମୟ ମାଗିଥିବା ଜଣାଯାଇଛି। ତାଙ୍କ ଆବେଦନକୁ ବିଚାର କରି କୋର୍ଟ ସମୟ ଦେଇଛନ୍ତି। ତେଣୁ ଆସନ୍ତା ସୋମବାର ଅନୁଭବ ଓ ତାଙ୍କ ସହଯୋଗୀ କୋର୍ଟରେ ହାଜର ହେବେ ବୋଲି ସୂଚନା ରହିଛି। ବର୍ଷାଙ୍କ ଦ୍ୱାରା ଦାଏର ମାମଲାର ଉପରେ ଆଜି କୋର୍ଟ ଚାର୍ଜଫ୍ରେମ୍ କରିବାର ଥିଲା।

Show More

Related Articles

Back to top button