Breaking PLUSଦେଶ ବିଦେଶମୁଖ୍ୟ ଖବର

ଅନୁରା କୁମାରା ଦିଶାନାୟକେ ହେବେ ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି

କଲମ୍ବୋ- ଶ୍ରୀଲଙ୍କାର ସାଧାରଣ ନିର୍ବାଚନରେ ବର୍ତ୍ତମାନର ରାଷ୍ଟ୍ରପତି ରାନିଲ ବିକ୍ରମସିଂଘେ ପରାଜିତ ହୋଇଛନ୍ତି। ବାମପନ୍ଥୀ ନେତା ଅନୁରା କୁମାରା ଦିସାନାୟକେ ଆଶ୍ଚର୍ଯ୍ୟଜନକ ଭାବେ ବିକ୍ରମସିଂଘେଙ୍କୁ ହରାଇ ଦେଶର ନୂତନ ରାଷ୍ଟ୍ରପତି ହେବାକୁ ଯାଉଛନ୍ତି।

ଶ୍ରୀଲଙ୍କା ନିର୍ବାଚନ ଆୟୋଗଙ୍କ ତଥ୍ୟ ଅନୁସାରେ, ବାମପନ୍ଥୀ ନେତା ଅନୁରା କୁମାରାଙ୍କୁ ୫୨ ପ୍ରତିଶତ ଭୋଟ ମିଳିଛି। ସେ ନେସନାଲ ପିପୁଲ୍ସ ପାଓ୍ବାର(ଏନପିପି) ମେଣ୍ଟର ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିଥିଲେ। ଅନ୍ୟପଟେ ବିକ୍ରବସିଂଘେଙ୍କୁ ମାତ୍ର ୧୬ ପ୍ରତିଶତ ଭୋଟ ପାଇ ୩ୟ ସ୍ଥାନରେ ରହିଛନ୍ତି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button