Breaking PLUSଓଡ଼ିଶାମୁଖ୍ୟ ଖବର
ଏଣିକି କିଣା ବିକା ହୋଇପାରିବ ପୁରୁଣା ଆପାର୍ଟମେଣ୍ଟ

ଏଣିକି କିଣା ବିକା ହୋଇପାରିବ ପୁରୁଣା ଆପାର୍ଟମେଣ୍ଟ । ଏନେଇ ବଡ଼ ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ । ୨୦୧୬ ପୂର୍ବରୁ ନିର୍ମିତ ଆପାର୍ଟମେଣ୍ଟଗୁଡିକ କିଣା ବିକା ହୋଇପାରିବ । ରେରା’ ଆଇନରେ ସଂଶୋଧନ କରି ନୂଆ ବିଜ୍ଞପ୍ତି ପ୍ରକାଶ କଲେ ସରକାର ।



