Breaking PLUSଓଡ଼ିଶାମୁଖ୍ୟ ଖବର
୨୫୦ ରେଡିଓଗ୍ରାଫରଙ୍କୁ ଦିଆଯିବ ନିଯୁକ୍ତିପତ୍ର

୨୫୦ ରେଡିଓଗ୍ରାଫରଙ୍କୁ ଦିଆଯିବ ନିଯୁକ୍ତିପତ୍ର । ରାଜ୍ୟର ବିଭିନ୍ନ ସରକାରୀ ଡାକ୍ତରଖାନାରେ ୨୫୦ଜଣ ରେଡିଓଗ୍ରାଫରଙ୍କୁ ନିଯୁକ୍ତି ଦିଆଯିବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ରେଡିଓଗ୍ରାଫର ଦ୍ବାରା ସ୍ବାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ହେବ କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ । ଆଗାମୀ ଦିନରେ ଆହୁରି ପଦବୀ ବାହାର କରିବାକୁ ଲକ୍ଷ୍ୟ ରଖାଯାଇଛି ।