Breaking PLUSଦେଶମୁଖ୍ୟ ଖବରରାଜନୀତି

ଦିଲ୍ଲୀ କଂଗ୍ରେସ ସଭାପତି ପଦରୁ ଅରବିନ୍ଦର ସିଂ ଲଭଲୀଙ୍କ ଇସ୍ତଫା

ନୂଆଦିଲ୍ଲୀ- ଲୋକସଭା ନିର୍ବାଚନ ପାଇଁ ଟିକେଟ ବଣ୍ଟନ ନେଇ ଦିଲ୍ଲୀ କଂଗ୍ରେସରେ ଖୋଲାଖୋଲି ଭାବେ ଅସନ୍ତୋଷ ପ୍ରକାଶ ପାଇଛି। ସଦ୍ୟତମ ମାମଲାରେ ଦିଲ୍ଲୀ କଂଗ୍ରେସ ସଭାପତି ଅରବିନ୍ଦର ସିଂ ଲଭଲି ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଅରବିନ୍ଦର ସିଂ ଲଭଲି ତାଙ୍କ ଇସ୍ତଫା କଂଗ୍ରେସ ଦଳର ରାଷ୍ଟ୍ରୀୟ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ନିକଟକୁ ପଠାଇଛନ୍ତି।

Show More

Related Articles

Back to top button