Breaking PLUSଓଡ଼ିଶାମୁଖ୍ୟ ଖବର

ଡିସେମ୍ବର 7ରେ ଆଉ ଥରେ ହେବ ASO ପରୀକ୍ଷା

ଭୁବନେଶ୍ୱର- ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌ ଅଫିସର (ଏଏସଓ) ପଦ ନିମନ୍ତେ ଗତ ଜୁଲାଇ ୧୩ରେ ଅନୁଷ୍ଠିତ ହୋଇଥିବା ମୁଖ୍ୟ ପରୀକ୍ଷାକୁ ହାଇକୋର୍ଟ ବାତିଲ କରିଦେଇଛନ୍ତି। ପରୀକ୍ଷା ପରିଚାଳନାରେ ବିଭ୍ରାଟ ହୋଇଥିବା ସନ୍ଦେହ କରି ହାଇକୋର୍ଟ ରେଜିଷ୍ଟ୍ରାର (ପରୀକ୍ଷା) ଏହି ପରୀକ୍ଷାକୁ ବାତିଲ କରିଥିବା ନେଇ ନିର୍ଦେଶନାମା ଜାରି କରିଛନ୍ତି। ଡିସେମ୍ବର ୭ରେ ସାନି ପରୀକ୍ଷା କରାଯିବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।

Show More

Related Articles

Back to top button