Breaking PLUSଓଡ଼ିଶାମୁଖ୍ୟ ଖବର

ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର- ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ  ।ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହେଲା ଅଧିବେଶନ । ମୋଟ ୨୯ଟି କାର୍ଯ୍ୟ ଦିବସରୁ ୧୧ ଦିନ ଚାଲିଲା ଅଧିବେଶନ । ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ ପାରିତ ହୋଇଛି ।

Show More

Related Articles

Back to top button