Breaking PLUSଓଡ଼ିଶାମୁଖ୍ୟ ଖବର
ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ ଅର୍ଜୁନ ସାହୁ
ଭୁବନେଶ୍ୱର- ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଅର୍ଜୁନ ସାହୁ । କଟକ ସାଲେପୁର ରୁରାଲ ୱାର୍କ ସବ୍-ଡିଭିଜନର ସହକାରୀ ଯନ୍ତ୍ରୀଙ୍କ ଭିଜିଲାନ୍ସ ଚଢାଉ କରିଛି । ଏହି ଚଢାଉରେ 8ଜଣ ଡିଏସପି, 8ଜଣ ଇନସପେକ୍ଟର, 7 ଏଏସଆଇ ଓ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି । ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ୱାରେଣ୍ଟ ପରେ ଅର୍ଜୁନଙ୍କ ସହ ଜଡିତ 8ଟି ସ୍ଥାନରେ ଚଢାଉ କରାଯାଇଛି । ଖୋର୍ଦ୍ଧା, କଟକ ଓ କେନ୍ଦ୍ରାପଡାରେ ଥିବା ବାସଭବନରେ ଏକକାଳୀନ ରେଡ୍ କରିଛି ଭିଜିଲାନ୍ସ ।