Breaking PLUSଓଡ଼ିଶାମୁଖ୍ୟ ଖବର

ଓଡ଼ିଶାରେ ‘ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା’ ଓ ‘ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା’ ଏବଂ ‘ଆୟୁଷ୍ମାନ ବୟୋ ବନ୍ଦନା ଯୋଜନାର ଶୁଭାରମ୍ଭ

ଓଡ଼ିଶାର ବିକାଶ ଇତିହାସରେ ଆଜି ଗୋଟିଏ ଫର୍ଦ୍ଦ ଯୋଡ଼ି ହୋଇଯାଇଛି। ରାଜ୍ୟର ୧ କୋଟି ୩ ଲକ୍ଷ ପରିବାର ପାଇଁ ‘ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା’ ଓ ‘ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା’ ଏବଂ ‘ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା’ ଲାଗୁ ହୋଇଯାଇଛି। ଏହି ସ୍ବାସ୍ଥ୍ୟ କାର୍ଡ ଓଡ଼ିଶା ସହିତ ରାଜ୍ୟ ବାହାରେ ଥିବା ୨୯ ହଜାର ଡାକ୍ତରଖାନାରେ କାମ କରିବ। ଏହି କାର୍ଡଗୁଡ଼ିକ ଆଗାମୀ ୩ ମାସ ମଧ୍ୟରେ ସମସ୍ତଙ୍କର ପାଖରେ ପହଞ୍ଚିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button