Breaking PLUSଓଡ଼ିଶାମୁଖ୍ୟ ଖବର

ରାଜା ଚକ୍ରର ଜାମିନ ଆବେଦନ ଖାରଜ

କଟକ: ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲା । ମୁଖ୍ୟ ଅଭିଯୁକ୍ତ ରାଜା ଚକ୍ରର ଜାମିନ ଆବେଦନ ଖାରଜ ହୋଇଛି । ଅନ୍ୟ ଅଭିଯୁକ୍ତ ସୁଶାନ୍ତ ସାମଲର ବି ଜାମିନ ଆବେଦନ ଖାରଜ ହୋଇଯାଇଛି । ଜାମିନ ଆବେଦନ ଖାରଜ କରିଛନ୍ତି ହାଇକୋର୍ଟ ।

Show More

Related Articles

Back to top button