Breaking PLUSଓଡ଼ିଶାମୁଖ୍ୟ ଖବର
ବଳଦେବଜୀଉ ପରିକ୍ରମା ପ୍ରକଳ୍ପ ନେଇ ଆଇନ ମନ୍ତ୍ରୀଙ୍କ ବୈଠକ

ଭୁବନେଶ୍ୱର-ବଳଦେବଜୀଉ ପରିକ୍ରମା ପ୍ରକଳ୍ପ ନେଇ ଆଇନ ମନ୍ତ୍ରୀଙ୍କ ବୈଠକ । ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଉପସ୍ଥିତ ଅଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାପାଳ, ଉପଜିଲ୍ଲାପାଳ, ଏଣ୍ଡାମେଣ୍ଟ କମିଶନର ଉପସ୍ଥିତ ଅଛନ୍ତି । ପ୍ରକଳ୍ପର ରୂପରେଖ ଏବଂ କାର୍ଯ୍ୟନ୍ୱୟନ ନେଇ ଚାଲିଛି ଆଲୋଚନା ।



