Breaking PLUSଓଡ଼ିଶାମୁଖ୍ୟ ଖବର

ଭିଜିଲାନ୍ସ ଜାଲରେ ବରଗଡ଼ ଗାଈସିଲେଟ ବ୍ଲକ ପ୍ୟାକ୍ସ ଆସିଷ୍ଟାଣ୍ଟ ସେକ୍ରାଟାରୀ

ଭିଜିଲାନ୍ସ ଜାଲରେ ପ୍ୟାକ୍ସ ଆସିଷ୍ଟାଣ୍ଟ ସେକ୍ରାଟାରୀ । ଆୟ ବହିର୍ଭୁକ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଗାଈସିଲେଟ ବ୍ଲକ ପ୍ୟାକ୍ସ ଆସିଷ୍ଟାଣ୍ଟ ସେକ୍ରାଟାରୀ ଘନଶ୍ୟାମ ସାହୁଙ୍କ ଘରେ ଭିଜିଲାନ୍ସ ଚଢାଉ। ଏକକାଳୀନ ଅଫିସ ଓ ବାସଭବନରେ ଚାଲିଛି ଚଢାଉ ।

ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗାଈସିଲେଟ ବ୍ଲକ ପ୍ୟାକ୍ସ ଆସିଷ୍ଟାଣ୍ଟ ସେକ୍ରାଟାରୀ ଘନଶ୍ୟାମ ସାହୁଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଏକାକାଳୀନ ତାଙ୍କ ବାସଭବନ ଓ ଅଫିସରେ ଚଢାଉ ଚାଲିଛି । ତେବେ ବର୍ତ୍ତମାନ ସୁଦ୍ଧା ୩ଟି ଜମି, ଗୋଟିଏ ସ୍କର୍ପିଓ ଗାଡି, ଗୋଟିଏ ଗ୍ଲାମର୍‌ ବାଇକ, ସୁନାଗହଣା ଓ ନଗଦ ୧ ଲକ୍ଷ ୬୮ ହଜାର ଟଙ୍କା ଜବତ ହୋଇଛି ।

Show More

Related Articles

Back to top button