Breaking PLUSଓଡ଼ିଶାମୁଖ୍ୟ ଖବର

ବଜ୍ରପାତରେ ଚାଲିଗଲା ଦୁଇ ଚାଷୀଙ୍କ ଜୀବନ

ବାରିପଦା- ବଜ୍ରପାତରେ ଚାଲିଗଲା ଦୁଇ ଚାଷୀଙ୍କ ଜୀବନ । ମୟୂରଭଂଜ ଜିଲ୍ଲା ବେତନଟୀ ବ୍ଲକ ଅଧୀନ ଖଡ଼ିଶୋଳ ପଞ୍ଚାୟତର ଡ଼ୁମାପଦା ଗାଁରେ କ୍ଷେତରେ କାମ କରୁଥିବା ବେଳେ ମଙ୍ଗଳବାର ବଜ୍ରପାତରେ ଦୁଇଜଣ ଭାଗ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଉଛନ୍ତି ବେତନଟୀ ଥାନା ଅଧୀନ ଭୁଡୁରୁବଣି ଗାଁର ସ୍ବର୍ଗତ ଅନୁକୂଳ ମହାନ୍ତଙ୍କ ପୁଅ ଗୋବିନ୍ଦ(୫୨) ଏବଂ ଶଙ୍ଖଯୋଡ଼ ଗ୍ରାମର ରାମ ହାଁସଦାଙ୍କ ପୁଅ ଶିବ ହାଁସଦା(୩୦)l

Show More

Related Articles

Leave a Reply

Your email address will not be published. Required fields are marked *

Back to top button