Breaking PLUSଓଡ଼ିଶାମୁଖ୍ୟ ଖବର

ନବୀନ ନିବାସ ସାମ୍ନାରୁ ହଟିବ ବ୍ୟାରିକେଡ

ନବୀନ ନିବାସ ସାମ୍ନାରେ ସୁରକ୍ଷା ବ୍ୟାରିକେଡ୍‌କୁ ନେଇ ଅସନ୍ତୁଷ୍ଟ ହାଇକୋର୍ଟ

ଭୁବନେଶ୍ୱର- ନବୀନ ନିବାସ ସାମ୍ନାରୁ ହଟିବ ବ୍ୟାରିକେଡ । ନବୀନ ନିବାସ ସାମ୍ନାରେ ସୁରକ୍ଷା ବ୍ୟାରିକେଡ୍‌କୁ ନେଇ ଅସନ୍ତୁଷ୍ଟ ପ୍ରକାଶ କରିଛନ୍ତି ହାଇକୋର୍ଟ  । ମାମଲାକୁ ନେଇ ପ୍ରଶାସନର ନିଷ୍କ୍ରିୟତା ଉପରେ ଅସନ୍ତୋଷ ପ୍ରକାଶ କଲେ  । ହାଇକୋର୍ଟଙ୍କ ଅସନ୍ତୋଷ ପରେ ତତ୍ପର ପୂର୍ତ୍ତ ବିଭାଗ  ।

ସରକାରୀ ରାସ୍ତା ଉପରେ ବ୍ୟାରିକେଡ୍ କରି ଯାତାୟାତରେ ବାଧା ସୃଷ୍ଟି କରାଯାଇଥିବା ଅଭିଯୋଗକୁ ନେଇ ଓଡ଼ିଶା ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାରେ କୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। ପୂର୍ତ୍ତ ବିଭାଗ ପକ୍ଷରୁ ଗୃହ ବିଭାଗକୁ ଚିଠି କରାଯାଇଛି। କମିଶନରେଟ୍ ପୋଲିସ ଓ ଡିସିପି ଟ୍ରାଫିକଙ୍କ ମତାମତ ମଗାଯାଇଛି।  ସୁରକ୍ଷା ବ୍ୟାରିକେଡ୍ ହଟାଇବା ସହିତ ସୁରକ୍ଷା ଦୃଷ୍ଟିରୁ ଅନ୍ୟ କୌଣସି ଷ୍ଟ୍ରକଚରର ଆବଶ୍ୟକତା ଅଛି ନା ନାହିଁ, ତାହା ଜଣାଇବାକୁ କୁହାଯାଇଛି।

Show More

Related Articles

Back to top button