Breaking PLUSଓଡ଼ିଶାମୁଖ୍ୟ ଖବର

ସମ୍ଭାବ୍ୟ ବାତ୍ୟା ନେଇ ସମୁଦ୍ରରେ ଗାଧୋଇବା ମନା

ପୁରୀ: ସମ୍ଭାବ୍ୟ ବାତ୍ୟା ନେଇ ସମୁଦ୍ରରେ ଗାଧୋଇବା ମନା  । ୨୭, ୨୮, ୨୯ ତାରିଖରେ ସମୁଦ୍ର ସ୍ନାନ ଉପରେ କଟକଣା ଜାରି କରାଯାଇଛି ।ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ପୁରୀ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ହୋଇଛି । ଅମାନିଆ ହୋଇ ସମୁଦ୍ରରେ ସ୍ନାନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ।

Show More

Related Articles

Back to top button