Breaking PLUSଓଡ଼ିଶାମୁଖ୍ୟ ଖବର

ଅବପାତ ରୂପ ନେଲା ସୁଦୃଶ୍ୟ ଲଘୁଚାପ

ଭୁବନେଶ୍ୱର- ବଙ୍ଗୋପସାଗରରେ ଅବପାତ ରୂପ ନେଲା ସୁଦୃଶ୍ୟ ଲଘୁଚାପ। ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପ ସାଗରରେ ଅବପାତ ରୂପ ନେଇଛି। କ୍ରମଶଃ ଏହା ପଶ୍ଚିମ-ଉତ୍ତରପଶ୍ଚିମକୁ ମୁହାଁଇ ମଧ୍ୟ ରାତିରେ ଉପକୂଳ ଅତିକ୍ରମ କରିବ । ଉତ୍ତର ଆନ୍ଧ୍ର ଓ ସଂଲଗ୍ନ ଦକ୍ଷିଣ ଓଡିଶା ଉପକୂଳ ଅତିକ୍ରମ କରିବ। ଶନିବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କଳିଙ୍ଗପଟ୍ଟନମ ଠାରୁ ୮୦, ଗୋପାଳପୁର ଠାରୁ ୧୮୦ କିମି ଦୂରରେ ଅବପାତ ରହିଛି ବୋଲି ଟ୍ୱିଟ ଯୋଗ ସୂଚନା ଦିଆଯାଇଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button