Breaking PLUSଓଡ଼ିଶାମୁଖ୍ୟ ଖବର

୨୨ ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର- ୨୨ ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି । ଲଘୁଚାପ ସୃଷ୍ଟି ସହ ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ଗତିକରି ଘନୀଭୂତ ହେବ  । ୨୪ ବେଳକୁ ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଅବପାତ ସମ୍ଭାବନା ରହିଛି । ପରବର୍ତ୍ତୀ ୪୮ ଘଣ୍ଟାରେ ଗତିର ଦିଗ ବଜାୟ ରଖିବ ଅବପାତ । ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଆହୁରି ଘନୀଭୂତ ସମ୍ଭାବନା ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button