Breaking PLUSଓଡ଼ିଶାମୁଖ୍ୟ ଖବର

ଖରା ପାଇଁ ହିତାଧିକାରୀଙ୍କୁ ସକାଳେ ଓ ସନ୍ଧ୍ୟାରେ ମିଳିବ ରାସନ

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଜିଲ୍ଲାରେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଅବଗତ କରାଯାଇଛି। ସାଧାରଣ ବଣ୍ଟନ ବ୍ୟବସ୍ଥା ଅନ୍ତର୍ଗତ ହିତାଧିକାରୀ ମାନଙ୍କୁ ରାସନ ସାମଗ୍ରୀ ସକାଳ ସାତ ଘଟିକାରୁ ୧୦ ଘଟିକା ଏବଂ ସନ୍ଧ୍ୟା ପାଞ୍ଚ ଘଟିକାରୁ ଆଠ ଘଟିକା ମଧ୍ୟରେ ବଣ୍ଟନ କରିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଏ ସଂକ୍ରାନ୍ତରେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ମାନଙ୍କୁ ବିଭାଗ ପକ୍ଷରୁ ଅବଗତ କରାଯାଇଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button