Breaking PLUSଓଡ଼ିଶାମୁଖ୍ୟ ଖବର

ମାର୍ଚ୍ଚ ୮ ମହିଳା ଦିବସରେ ମିଳିବ ସୁଭଦ୍ରା ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଗୁରୁତ୍ଵପୂର୍ଣ୍ଣ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା । ନୂଆ ହିତାଧିକାରୀଙ୍କ ପାଇଁ ଏହି ଘୋଷଣା କରିଛନ୍ତି ଶ୍ରୀମତି ପରିଡ଼ା । ଘୋଷଣା ଅନୁସାରେ ନୂଆ ହିତାଧିକାରୀଙ୍କୁ ମାର୍ଚ୍ଚ ୮ ମହିଳା ଦିବସରେ ସୁଭଦ୍ରା ଟଙ୍କା ମିଳିବ । ଏଥିପାଇଁ ଆଜିଠୁ ଆବେଦନ କରିପାରିବେ ନୂଆ ହିତାଧିକାରୀ । ଆଜିଠୁ ମାସେ ପର୍ଯ୍ୟନ୍ତ ସୁଭଦ୍ରା ପୋର୍ଟାଲରେ ଆବେଦନ କରି ପାରିବେ । ୨୧ବର୍ଷ ହୋଇିଥିବା ଯୁବତୀ ଏବଂ ପୂର୍ବରୁ ଯେଉଁମାନ ବାଦ ପଡିଥିଲେ ସେମାନେ ମଧ୍ୟ ଆବେଦନ କରିପାରିବେ । ନୂଆ ଆବେଦନକାରୀଙ୍କ ମଧ୍ୟରୁ ଯୋଗ୍ୟ ହିତାଧିକାରୀ ଏକାଥରେ ଦୁଇଟି କିସ୍ତି ଟଙ୍କା ପାଇବେ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button