Breaking PLUSଓଡ଼ିଶାମୁଖ୍ୟ ଖବର
ହାଇକୋର୍ଟରେ କ୍ଷମା ମାଗିଲେ ବ୍ରହ୍ମପୁର ଏସ୍ପି

କଟକ- ପୀତବାସ ହତ୍ୟା ମାମଲାରେ ହାଇକୋର୍ଟରେ କ୍ଷମା ମାଗିଲେ ବ୍ରହ୍ମପୁର ଏସ୍ପି । ବ୍ୟକ୍ତିଗତ ଭାବେ ହାଜର ହୋଇ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କଲେ । ଅଦାଲତ ଅବମାନନା ମାମଲା ନ ଚଲାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ମାମଲାର ପର୍ଦ୍ଦାଫାସ ବେଳେ ବିବାଦୀୟ ବୟାନ ଦେଇଥିଲେ SP । ବିଧାୟକଙ୍କ ବିରୋଧରେ ଦାୟର ନିର୍ବାଚନୀ ମାମଲା ହତ୍ୟାର ମୁଖ୍ୟ କାରଣ କହିଥିଲେ ।



