Breaking PLUSଓଡ଼ିଶାମୁଖ୍ୟ ଖବର

ବସ୍ ଓଲଟି ଜଣେ ମୃତ

ଭଦ୍ରକ ଆନନ୍ଦପୁର ରାସ୍ତାର ଟିଲୋ ଜାଗୁଳାଇପଦା ଛକ ନିକଟରେ ରବିବାର ଏକ ବସ୍ ଓଲଟି ଜଣଙ୍କର ମୃତ୍ୟୁ ଘଟିଛି। ଭଦ୍ରକରୁ ଆନନ୍ଦପୁର ଅଭିମୁଖେ ଯାଉଥିବା ଅରୁପାନନ୍ଦ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ରାସ୍ତା ଉପରେ ଛିଡ଼ା ହୋଇଥିବା ସ୍ଥାନୀୟ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ଉପରେ ବସ୍‌ଟି ଓଲଟି ପଡ଼ିବାକୁ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ଏଥିସହ ୧୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ରାଜପଥରେ ଯାତାୟତ ବାଧାପ୍ରାପ୍ତ ହୋଇଛି।

Show More

Related Articles

Back to top button