Breaking PLUSଓଡ଼ିଶାମୁଖ୍ୟ ଖବର

ଆତ୍ମସମୀକ୍ଷା ପରେ ବିଭୀଷଣଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ- ଭକ୍ତ ଦାସ

ଭୁବନେଶ୍ୱର- ନୂଆପଡ଼ା ପରାଜୟ ପରେ ଗୃହ ଶତ୍ରୁ ବିଭୀଷଣ କଥା ଉଠାଇଲେ ଭକ୍ତ ଦାସ  । ଆମ ଦଳର ବିଭୀଷଣଙ୍କ ବିରୋଧରେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ ।ଆତ୍ମସମୀକ୍ଷା ପରେ ବିଭୀଷଣଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ । ସରକାରୀ କଳ, ଅର୍ଥବଳ ବ୍ୟବହାର ପରେ ଵି ୪୦ ହଜାର ଭୋଟ ପାଇ ୨ୟ । ତଥାପି ଦଳ ପ୍ରତ୍ୟେକ କ୍ଷେତ୍ରକୁ ଆତ୍ମସମୀକ୍ଷା କରିବ ବୋଲି ପିସିସି ସଭାପତି କହିଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button