Breaking PLUSଓଡ଼ିଶାମୁଖ୍ୟ ଖବର

ଶନିବାର 3 ପ୍ରାର୍ଥୀ ଘୋଷଣା କଲା ବିଜେଡି

ଭୁବନେଶ୍ୱର- ଶନିବାର ବିଜେଡି ତା’ର ଆଉ ୩ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଭୋଗରାଇରୁ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଏବଂ ବେଗୁନିଆରୁ ପ୍ରଦୀପ ସାହୁଙ୍କୁ ଦଳ ପ୍ରାର୍ଥୀ କରିଥିବା ବେଳେ ଆଉ ୩ ଆସନ ବାକିଅଛି। ଏହି ଆସନଗୁଡ଼ିକ ହେଲା ଖଣ୍ଡପଡ଼ା, ନୀଳଗିରି ଏବଂ କୋରେଇ। ଏହି ଆସନରେ ବିଜେଡି ବର୍ତ୍ତମାନ ସୁଦ୍ଧା କାହାକୁ ପ୍ରାର୍ଥୀ କରିନାହିଁ। ଆଜି ସୁଦ୍ଧା ବିଜେଡି ୧୪୪ ଆସନରେ ପ୍ରାର୍ଥୀ ଘୋଷଣା କରିସାରିଛି।

Show More

Related Articles

Back to top button