Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗୀନୀ ଛୁରିଆ

ଭୁବନେଶ୍ୱର-  ନୂଆପଡା ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗୀନୀ ଛୁରିଆ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏହାପୂର୍ବରୁ ସେ ମାଆ ଦୂର୍ଗାଙ୍କର ଦର୍ଶନ କରିଥିଲେ । ଏକ ବିରାଟ ପଟୁଆରରେ ପ୍ରାର୍ଥୀପତ୍ର ଦାଖଲ ପାଇଁ ଯାଇଥିଲେ । ଏହି ସମୟରେ  ବିଜେଡିର ବରିଷ୍ଠ ନେତା ଉପସ୍ଥିତ ଥିଲେ ।

ଏହି ଉପନିର୍ବାଚନ ପାଇଁ ବିଜେପିରୁ ଜୟ ଢୋଲକିଆ ଏବଂ କଂଗ୍ରେସରୁ ଘାସୀରାମ ମାଝି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।

Show More

Related Articles

Back to top button