Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ପ୍ରତିଷ୍ଠା ଦିବସ ପାଳୁଛି ବିଜେଡି

ଭୁବନେଶ୍ୱର: ଗୁରୁବାର ଡିସେମ୍ବର ୨୬ରେ ବିଜେଡି ଅର୍ଥାତ୍‌ ବିଜୁ ଜନତା ଦଳର ୨୮ ତମ ପ୍ରତିଷ୍ଠା ଦିବସ ।୨୭ ବର୍ଷର ସେବା ଦେଇଥିବା ବିଡେଡି ଦଳର ପ୍ରତିଷ୍ଠା ଦିବସ ଉପଲକ୍ଷେ ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ଏହାସହ ଶଙ୍ଖ ଭବନରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ବିକଶିତ ଓଡିଶାର ସ୍ୱପ୍ନକୁ ସାକାର କରିବାରେ ନବୀନଙ୍କ ଭୂମିକା ଖୁବ୍‌ ଗୁରୁତ୍ୱପୂର୍ଣ୍ଣ ରହିଛି ।

Show More

Related Articles

Back to top button