Breaking PLUSଓଡ଼ିଶାମୁଖ୍ୟ ଖବର

TPCODL କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ବର- TPCODL କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ  । ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ପ୍ରତିବାଦମୂଳକ ବିକ୍ଷୋଭ କରାଯାଇଛି । ଟାଟା ପାୱାରର ଅତିରିକ୍ତ ସୁରକ୍ଷା ଜମା ନୋଟିସ୍ ପ୍ରତ୍ୟାହାର ଦାବି କରିଛି ବିଜେଡି । ସ୍ମାର୍ଟ ମିଟର ପ୍ରତ୍ୟାହାର ଦାବିରେ ବିକ୍ଷୋଭ ପ୍ରଦର୍ଶନ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button