Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟ କାର୍ଯ୍ୟାଳୟରେ ବିଜେପିର ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ବର: ଆଜି ରାଜ୍ୟ କାର୍ଯ୍ୟାଳୟରେ ଭାରତୀୟ ଜନତା ପାର୍ଟି (ବିଜେପି)ର ପ୍ରତିଷ୍ଠା  ଦିବସ ପାଳିତ ହୋଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସ‌ାମଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମର୍ ଓ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ସମେତ ବହୁ ଦଳୀୟ ନେତା ଓ କର୍ମୀ ଯୋଗ ଦେଇଥିଲେ। ଏହି ଅବସରରେ ବିଜେପି ସଭାପତି ମନମୋହନ ସ‌ାମଲ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଦେବା ସହ କହିଛନ୍ତି, ରାଜ୍ୟରେ ୪୦ ଲକ୍ଷ ସଦସ୍ୟ ରହିଛନ୍ତି। ଚଳିତ ବର୍ଷ ଏହି ସଂଖ୍ୟାକୁ ଦ୍ବିଗୁଣିତ କରିବାର ଲକ୍ଷ୍ୟ ରଖାଯାଇଛି।

Show More

Related Articles

Back to top button