Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ବିଜେପି ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ

ଗୁରୁତର ଅବସ୍ଥାରେ ଭୁବନେଶ୍ଵର ଏମ୍ସକୁ ସ୍ଥାନାନ୍ତର

ଭୁବନେଶ୍ୱର- ବ୍ରହ୍ମପୁର ବିଜେପି ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ହୋଇଛି। ଆଜି ତାଙ୍କୁ ଭୁବନେଶ୍ଵର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ପଞ୍ଜରା ହାଡ ଏବଂ ଫୁସଫୁସରେ ତାଙ୍କର ଆଘାତ ଲାଗିଛି। ତେଣୁ ଅଧିକ ଚିକତ୍ସା ପାଇଁ ତାଙ୍କୁ ସ୍ଥାନାନ୍ତର କରାଯାଇଥିବା ପରିବାର ପକ୍ଷରୁ ସୂଚନା ମିଳିଛି।
ସୋମବାର ବ୍ରହ୍ମପୁର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ କରାଯାଇଥିଲା। ବ୍ରହ୍ମପୁର ବିଧାନସଭା ଆସନର ସ୍ୱାଧୀନ ପ୍ରାର୍ଥୀ ଶିବ ଶଙ୍କର ଦାଶ ଓରଫ ପିଣ୍ଟୁ ତାଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ପୁଲିସ୍ ଆକ୍ରମଣକାରୀ ପିଣ୍ଟୁ ଦାଶଙ୍କୁ ଥାନାରେ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି।

Show More

Related Articles

Back to top button