Breaking PLUSଦେଶମୁଖ୍ୟ ଖବର

ନୀତିନ ନବୀନ ହେଲେ ବିଜେପି ନୂଆ ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ- ନୂଆ ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତିଙ୍କ ନାଁ ଘୋଷଣା କଲା ବିଜେପି  । ନୀତିନ ନବୀନ ହେଲେ ବିଜେପି ନୂଆ ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି  । ବିଜେପି ସଂସଦୀୟ ବୋର୍ଡରେ ନୀତିନ ନବୀନଙ୍କ ନାଁରେ ମୋହର । ବିହାର ସରକାରରେ ମନ୍ତ୍ରୀ ଅଛନ୍ତି ନୀତିନ ନବୀନ  । ୪୫ ବର୍ଷୀୟ ନୀତିନ ନବୀନ ୪ ଥର ବିଧାୟକ ଭାବେ ନିର୍ବାଚିତ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button