Breaking PLUSଓଡ଼ିଶାମୁଖ୍ୟ ଖବର
ପୁରୀରେ ବିଜେପିର ପ୍ରଶିକ୍ଷଣ ବର୍ଗ ଉଦଘାଟିତ

ପୁରୀ: ପୁରୀରେ ବିଜେପିର ପ୍ରଶିକ୍ଷଣ ବର୍ଗ ଉଦଘାଟିତ ହୋଇଛି। ସ୍ଵାମୀ ନାରାୟଣ ମନ୍ଦିର ପରିସରରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଏହାକୁ ଉଦଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ କେନ୍ଦ୍ରମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ , କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଏବଂ ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିଛନ୍ତି।