Breaking PLUSଦେଶମୁଖ୍ୟ ଖବର

ବଢିଲା ପ୍ରଜ୍ଜଳ ରେଭନ୍ନାଙ୍କ ଅଡୁଆ, ବ୍ଲୁ କର୍ନର ନୋଟିସ ଜାରି

ନୂଆଦିଲ୍ଲୀ- ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ଅଭିଯୁକ୍ତ କର୍ନାଟକର ଜେଡିଏସ ଏମ୍‌ପି ପ୍ରଜ୍ୱଳ ରେଭାନ୍ନାଙ୍କ ଅଡୁଆ ବଢିଛି। ଏହି ମାମଲାରେ ତାଙ୍କ ବିରୋଧରେ ବ୍ଲୁ କର୍ନର୍‌ ନୋଟିସ ଜାରି କରାଯାଇଥିବା କର୍ନାଟକ ଗୃହମନ୍ତ୍ରୀ ଜି ପରମେଶ୍ୱର ସୂଚନା ଦେଇଛନ୍ତି। ପରମେଶ୍ୱରଙ୍କ ଉଦ୍ଧେଶ୍ୟରେ କହିଛନ୍ତି ଯେ, ପ୍ରଜ୍ୱଳଙ୍କୁ ଭାରତକୁ ଫେରାଇ ଆଣିବା ପାଇଁ ଇଣ୍ଟରପୋଲର ସହାୟତା ନିଆଯାଉଛି। ଏହା ବ୍ୟତୀତ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ ମଧ୍ୟ ବ୍ଲୁ କର୍ଣ୍ଣର ନୋଟିସ ଜାରି କରିଛି।

Show More

Related Articles

Back to top button