Breaking PLUSଓଡ଼ିଶାମୁଖ୍ୟ ଖବର

ମନୋଜ-ବବି ମୁହାଁମୁହିଁ

ପୁଲିସ ଉପସ୍ଥିତିରେ ଡିସିପି ଅଫିସ୍ ସମ୍ମୁଖରେ ଅଭିନେତା ମନୋଜ ମିଶ୍ର ଓ ନିର୍ଦ୍ଦେଶକ ବବି ଇସଲାମ୍ ହାତାହାତି ହୋଇଥିବା ଜଣାଯାଇଛି। ଉଭୟଙ୍କ ହାତାହାତି ବେଳର ଦୃଶ୍ୟ ବି ଭାଇରାଲ୍ ହେବାରେ ଲାଗିଛି। ଖାଲି ସେତିକି ନୁହେଁ, ସେଠାରେ ଉପସ୍ଥିତ ଅନ୍ୟ  ନିର୍ଦ୍ଦେଶକମାନଙ୍କ ପ୍ରତି ବି ଅଶୋଭନୀୟ ଆଚରଣ ପ୍ରଦର୍ଶନ କରିଛନ୍ତି। ଘଟଣା ପରେ ନିଜର ବ୍ୟବହାର ପାଇଁ  ଡିସିପି ପିନାକ ମିଶ୍ରଙ୍କ ସାମ୍ନାରେ ଭୁଲ୍ ମାଗିଥିବା ନେଇ ବବି ଇସଲାମ୍ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସେପଟେ ପୁଲିସ ସେବା ଭବନରେ ଦୁଇ ପକ୍ଷକୁ ବୁଝାଇବା ପାଇଁ ଆରମ୍ଭ ହୋଇଛି ଉଦ୍ୟମ । ପୋଲିସ କମିଶନର ଓ ଡିସିପିଙ୍କ ଉପସ୍ଥିତିରେ ବୁଝାମଣା ଜାରି ରହିଛି।

Show More

Related Articles

Back to top button