Breaking PLUSଓଡ଼ିଶାମୁଖ୍ୟ ଖବର

ବୋମା ଆତଙ୍କ, ବିମାନର ଜରୁରୀ ଅବତରଣ

ଭୁବନେଶ୍ୱର- ପୁଣି ବିମାନରେ ବୋମା ଆତଙ୍କ ଖେଳିଯିବାରୁ ଭୁବନେଶ୍ୱର ବିମାନବନ୍ଦରରେ ଇଣ୍ଡିଗୋ ବିମାନର ହେଲା ଜରୁରୀ ଅବତରଣ କରିଥିବାର ଖବର ମିଳିଛି। ଭୁବନେଶ୍ବରରୁ ଦିଲ୍ଲୀ ଅଭିମୁଖେ ଉଡାଣ ଭରୁଥିବା ବେଳେ କଲା ଜରୁରୀ ଅବତରଣ କରିଛି ବିମାନ। ବିମାନରେ ବୋମା ଥିବା ନେଇ ଧମକ ମିଳିବା ପରେ ଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବିମାନର ଜରୁରୀ ଅବତରଣ କରାଯାଇଛି।

Show More

Related Articles

Back to top button