Breaking PLUSଦେଶମୁଖ୍ୟ ଖବର

ଦିଲ୍ଲୀ ବିଧାନସଭାକୁ ବୋମାରେ ଉଡ଼ାଇ ଦେବାକୁ ଧମକ

ନୂଆଦିଲ୍ଲୀ, 24 ମାର୍ଚ୍ଚ-ଦିଲ୍ଲୀ ବିଧାନସଭାକୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିଛି । ବାଚସ୍ପତି ବିଜେନ୍ଦ୍ର ଗୁପ୍ତାଙ୍କୁ ଆସିଛି ଧମକପୂର୍ଣ୍ଣ ଇ-ମେଲ୍‌  । ମେଟ୍ରୋ ଷ୍ଟେସନକୁ ମଧ୍ୟ ଉଡ଼ାଇଦେବାକୁ ଧମକ ମିଳିଛି ।

ଆଜି ଦିଲ୍ଲୀ ବିଧାନସଭା ବାଚସ୍ପତି ବିଜେନ୍ଦର ଗୁପ୍ତା ଏବଂ ବିଧାନସଭା ମେଟ୍ରୋ ଷ୍ଟେସନକୁ ଇମେଲ୍ ମାଧ୍ୟମରେ ବୋମା ଧମକ ମିଳିଛି। ସକାଳ ପ୍ରାୟ ସାଢ଼େ ୭ଟାରେ ଆସିଥିବା ଏହି ଇମେଲ୍‌ ଗୁଡ଼ିକରେ ପ୍ରଧାନମନ୍ତ୍ରୀ ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ ଏବଂ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ସମେତ ଅନେକ ପ୍ରମୁଖ ରାଜନେତାଙ୍କ ନାମ ରହିଛି। ସୁରକ୍ଷା ଏଜେନ୍ସିଗୁଡ଼ିକ ଏହି ଧମକର ତଦନ୍ତ କରୁଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button