Breaking PLUSଓଡ଼ିଶାମୁଖ୍ୟ ଖବର

ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ହେବ ଚେକ୍ ପୋଷ୍ଟ

ଭୁବନେଶ୍ୱର- ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ହେବ ଚେକ୍ ପୋଷ୍ଟ  । ଚେକ୍‌ ପୋଷ୍ଟ ଲଗାଇବାକୁ ଏସ୍‌ପିଙ୍କୁ ଚିଠି ଲେଖିଲେ ଜିଲ୍ଲାପାଳ ।ଧାନର ବେଆଇନ ପରିବହନ ରୋକିବାକୁ ସୀମାକୁ କରାଗଲା ସିଲ୍  । ବର୍ତ୍ତମାନ ୨୦୨୫-୨୬ ବର୍ଷ ଖରିଫ ଧାନ ସଂଗ୍ରହ ଚାଲିଛି । ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗକୁ ବେଆଇନ ଧାନ ଚାଲାଣ ଆଶଙ୍କାରେ ପଦକ୍ଷେପ  । ପୂର୍ବରୁ ସୀମାରେ ସିସିଟିଭି କ୍ୟାମେରା ଲଗାଇଛି ପ୍ରଶାସନ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button