Breaking PLUSଓଡ଼ିଶାମୁଖ୍ୟ ଖବର

ତାତିରୁ ନାହିଁ ନିସ୍ତାର, ବୌଦ୍ଧ ଓ ନୂଆପଡା ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର- ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଉପକୂଳ ଓଡ଼ିଶାରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଥିବା ବେଳେ ପଶ୍ଚିମ ଓଡ଼ିଶାରେ ତାତିରୁ ଲୋକଙ୍କୁ ନିସ୍ତାର ନାହିଁ। ଆଜି ରାଜ୍ୟର ୨୫ଟି ସହରରେ ତାପମାତ୍ରା ୪୦ ଡିଗ୍ରି କିମ୍ବା ଅଧିକ ତାପମାତ୍ରା ରେକର୍ଡ ହୋଇଛି। ୪୪ ଡିଗ୍ରି ସହ ବୌଦ୍ଧ ଏବଂ ନୂଆପଡା ରାଜ୍ୟର ଉତ୍ତପ୍ତ ସହର ହୋଇଛି। କିନ୍ତୁ ଟ୍ୱିନ ସିଟି ଭୁବନେଶ୍ବର ଓ କଟକରେ ତାପମାତ୍ରା ପୁଣି ୪୦ ଡିଗ୍ରି ତଳେ ରହିଛି ।

Show More

Related Articles

Back to top button