Breaking PLUSଓଡ଼ିଶାମୁଖ୍ୟ ଖବର

ସାଢେ 11 ସୁଦ୍ଧା ଝାରସୁଗୁଡା ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର – ରାଜ୍ୟରେ ଜାରି ରହିଛି ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ଅସହ୍ୟ ତାତି। ଶୁକ୍ରବାର ପୂର୍ବାହ୍ନ ସାଢେ ୧୧ଟା ସୁଦ୍ଧା ରାଜ୍ୟରେ ଅନେକ ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଛି। ୪୦.୪ ଡିଗ୍ରୀ ତାପମାତ୍ରା ସହ ଝାରସୁଗୁଡା ସବୁଠାରୁ ଉତ୍ତପ୍ତ ସହର। ସମ୍ବଲପୁର ଓ କେନ୍ଦୁଝର ୪୦, ଚାନ୍ଦବାଲି ୩୯.୬, ଭୁବନେଶ୍ୱର ଓ ହୀରାକୁଦ ୩୯.୨, ବାଲେଶ୍ୱର ୩୯ ଡିଗ୍ରୀ ରେକର୍ଡ କରାଯାଇଛି।

Show More

Related Articles

Back to top button