Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ଅପରାହ୍ନରେ ବସିବ କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର- ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ କ୍ୟାବିନେଟ ବୈଠକ |ବୈଠକରେ ମନ୍ତ୍ରୀ ପରିଷଦ ସଭ୍ୟ ଓ ବିଭାଗୀୟ ସଚିବ ଉପସ୍ଥିତ ରହିବେ |ସୂଚନାନୁଯାଇ ବିଭିନ୍ନ ବିଭାଗର ପ୍ରସ୍ତାବରେ ବାଜିପାରେ କ୍ୟାବିନେଟ ମୋହର |

Show More

Related Articles

Back to top button