Breaking PLUSଓଡ଼ିଶାମୁଖ୍ୟ ଖବର

ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ବିଧାୟକ ଲକ୍ଷ୍ମଣ ବାଗ୍‌ଙ୍କ ବିରୋଧରେ ଚାଲିବ ମାମଲା

ଭୁବନେଶ୍ୱର- ପାଟଣାଗଡ଼ ଓ କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନୀ ଅନିୟମିତତା ମାମଲା  । ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ବିଧାୟକ ଲକ୍ଷ୍ମଣ ବାଗ୍‌ଙ୍କ ବିରୋଧରେ ଚାଲିବ ମାମଲା  ।ଉଭୟଙ୍କ ଆବେଦନ ଖାରଜ କଲେ ହାଇକୋର୍ଟ  । ବିନା ଶୁଣାଣିରେ ମାମଲା ଖାରଜ ପାଇଁ ଉଭୟ ଆବେଦନ କରିଥିଲେ  । ୨୦୨୪ ନିର୍ବାଚନରେ ନବୀନ ପଟ୍ଟନାୟକଙ୍କୁ ପରାସ୍ତ କରିଥିଲେ ଲକ୍ଷ୍ମଣ ବାଗ୍ ।

Show More

Related Articles

Back to top button