Breaking PLUSଓଡ଼ିଶାମୁଖ୍ୟ ଖବର

ଆଜିଠାରୁ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା

ଭୁବନେଶ୍ୱର- କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍ଇ) ପରିଚାଳିତ ଦଶମ ଏବଂ ଦ୍ବାଦଶଶ୍ରେଣୀ ବୋର୍ଡ଼ ପରୀକ୍ଷା ଆଜିଠାରୁ ଆରମ୍ଭ ହେବ। ଚଳିତବର୍ଷ ୪୬ ଲକ୍ଷରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ଦଶମ ଏବଂ ଦ୍ବାଦଶ ପରୀକ୍ଷା ଦେବେ। ପରୀକ୍ଷା ପୂର୍ବାହ୍ଣ ୧୦ଟା ୩୦ରୁ ଆରମ୍ଭ ହେବ। ଛାତ୍ରଛାତ୍ରୀ ପୂର୍ବାହ୍ଣ ୧୦ଟା କିମ୍ବା ଏହା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ କୁହାଯାଇଛି। ପୂର୍ବାହ୍ଣ ୧୦ଟା ପରେ ପରୀକ୍ଷା କେନ୍ଦ୍ରକୁ ପ୍ରବେଶ ଅନୁମତି ଦିଆଯିବନି। ସେହିପରି ଦଶମରେ ପ୍ରଥମ ବୋର୍ଡ ପରୀକ୍ଷା ବାଧ୍ୟତାମୂଳକ ବୋଲି ସିବିଏସ୍‌‌ଇ ପକ୍ଷରୁ ସ୍ପଷ୍ଟ କରାଯାଇଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button