Breaking PLUSଓଡ଼ିଶାମୁଖ୍ୟ ଖବର
ଚନ୍ଦକା ଜଙ୍ଗଲରୁ ନରକଙ୍କାଳ ଉଦ୍ଧାର ଘଟଣାର ପର୍ଦ୍ଦାଫାସ୍

ଭୁବନେଶ୍ୱର- ଚନ୍ଦକା ଜଙ୍ଗଲରୁ ନରକଙ୍କାଳ ଉଦ୍ଧାର ଘଟଣାର ପର୍ଦ୍ଦାଫାସ୍ ହୋଇଛି । ଅଭିଯୁକ୍ତକୁ ଧରି କ୍ରାଇମ ସିନ୍ ରିକ୍ରିଏସନ କଲା ପୋଲିସ । ମୃତକ ପିତାଗାଡ଼ିଆ ପାଟଣାର ୭୦ ବର୍ଷୀୟ ବୃଦ୍ଧ ବୋଲି ସୂଚନା ମିଳିଛି । ପୂର୍ବ ଶତ୍ରୁତାରୁ ମୃତକଙ୍କୁ ମାରି ଜଙ୍ଗଲରେ ଫିଙ୍ଗି ଦେଇଥିଲା ଅଭିଯୁକ୍ତ ।



