Breaking PLUSଓଡ଼ିଶାମୁଖ୍ୟ ଖବର

ମୁଖ୍ୟମନ୍ତ୍ରୀ ଡାକିଲେ ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର, 27 ଜାନୁୟାରୀ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡ଼ାକିଲେ ମନ୍ତ୍ରୀ ପରିଷଦ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହେବ । ମନ୍ତ୍ରୀ ପରିଷଦ ସମସ୍ତ ସଦସ୍ୟ ରହିବେ ଉପସ୍ଥିତ । ବିଭାଗୀୟ ଅଧିକାରୀ ମଧ୍ୟ ଉପସ୍ଥିତ ରହିବେ । ବିଭିନ୍ନ ଗୁରୁତ୍ତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ନେଇ ହେବ ଆଲୋଚନା ।

Show More

Related Articles

Back to top button