Breaking PLUSଓଡ଼ିଶାମୁଖ୍ୟ ଖବର

ମକର ବୁଡ ପକାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର-  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁଣ୍ୟତୋୟା ବୈତରଣୀରେ ମକର ବୁଡ଼ ପକାଇଛନ୍ତି। ସେ କେନ୍ଦୁଝରର ପାଟଣାରେ ଥିବା ବୈତରଣୀ ନଦୀର ଅନସୂୟା ତୀର୍ଥ ଘାଟରେ ବୁଡ଼ ପକାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କର ଦୁଇଜଣ ବନ୍ଧୁ ମଧ୍ୟ ବୈତରଣୀରେ ବୁଡ଼ ପକାଇଛନ୍ତି। ବୁଡ଼ ପକାଇବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମେ ପରମେଶ୍ବର ମନ୍ଦିର ଓ ଆନନ୍ଦେଶ୍ବେର ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି। ଏହାପରେ ସେ କେନ୍ଦୁଝର ଯିବେ ବୋଲି ଜଣାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତିନିଦିନଆ କେନ୍ଦୁଝର ଜିଲ୍ଲା ଗସ୍ତରେ ଆସିଛନ୍ତି।

Show More

Related Articles

Back to top button