Breaking PLUSଓଡ଼ିଶାମୁଖ୍ୟ ଖବର

ମୁମ୍ବାଇ ଗଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର- ମୁମ୍ବାଇ ଗଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଆଜି ଦେବେନ୍ଦ୍ର ଫଡନାବିସ୍ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଆଜି ସନ୍ଧ୍ୟା ୫ଟା ୩୦ରେ ଆଜାଦ ମୈଦାନରେ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ ପଦ ଓ ଗୋପନୀୟତାର ତାଙ୍କୁ ପାଠ କରାଇବେ ।

Show More

Related Articles

Back to top button